Judges 14:19 — Compare Translations
5 translations compared side by side
Odia - 1840
"ଶାମ୍ଶାେନ୍ ଏଥି ରେ ବହକ୍ସ୍ଟତ ରାଗିଗଲେ। ତାଙ୍କ ଉପରକକ୍ସ୍ଟ ସଦାପ୍ରଭୁଙ୍କ ଆତ୍ମା ବହକ୍ସ୍ଟତ ଶକ୍ତିଶାଳୀ ଭାବରେ ଆସିଲେ। ସେ ଅସ୍କିଲୋନକକ୍ସ୍ଟ ୟାଇ ସଠାେରେ ତିରିଶ ଜଣଙ୍କକ୍ସ୍ଟ ହତ୍ଯା କଲେ। ସେ ସମାନଙ୍କେର ବସ୍ତ୍ର ନଇେ ପ୍ର ହଳେିକାର ଅର୍ଥକାରୀମାନଙ୍କୁ ଗୋଟିଏ ଗୋଟିଏ ୟୋଡା ବସ୍ତ୍ର ଦେଲେ। କିନ୍ତୁ ତା'ର କୋରଧ ପ୍ରଜ୍ଜୋଳିତ ହବୋରକ୍ସ୍ଟ, ସେ ଆପଣାର ପିତୃଗୃହକକ୍ସ୍ଟ ଗ୍ଭଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁଙ୍କ ଆତ୍ମା ତାହାକୁ ଆକ୍ରା; କରନ୍ତେ, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା । କିନ୍ତୁ ତାହାର କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାମ୍ଶୋନ୍ ଏଥିରେ ବହୁତ ରାଗିଗଲେ। ତାଙ୍କ ଉପରକୁ ସଦାପ୍ରଭୁଙ୍କ ଆତ୍ମା ବହୁତ ଶକ୍ତିଶାଳୀ ଭାବରେ ଆସିଲେ। ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ୍ ଜଣଙ୍କୁ ହତ୍ୟା କଲେ। ସେ ସେମାନଙ୍କର ବସ୍ତ୍ର ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଗୋଟିଏ ଗୋଟିଏ ଯୋଡ଼ା ବସ୍ତ୍ର ଦେଲେ। କିନ୍ତୁ ତା’ର କ୍ରୋଧ ପ୍ରଜ୍ୱଳିତ ହେବାରୁ, ସେ ଆପଣାର ପିତୃଗୃହକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟ ଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା।