Judges 14:2 — Compare Translations
5 translations compared side by side
Odia - 1840
"ସେ ଗୃହକକ୍ସ୍ଟ ଫରେି ତାଙ୍କର ପିତାମାତାଙ୍କୁ ଏକଥା କହିଲେ, ମୁ ପଲେଷ୍ଟୀୟ କନ୍ଯା ତିମ୍ନାନ ରେ ଦେଖିଅଛି। ମୁ ତାଙ୍କୁ ବିବାହ କରିବାକୁ ଗ୍ଭ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଗୃହକୁ ଫେରି ତାଙ୍କର ପିତାମାତାଙ୍କୁ ଏ କଥା କହିଲେ, “ମୁଁ ତିମ୍ନାରେ ପଲେଷ୍ଟୀୟ କନ୍ୟା ଦେଖିଅଛି। ମୁଁ ତାଙ୍କୁ ବିବାହ କରିବାକୁ ଗ୍ଭହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, “ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।