Judges 14:20 — Compare Translations
5 translations compared side by side
Odia - 1840
"ଶାମ୍ଶାେନ୍ ତାଙ୍କ ସହିତ ତାଙ୍କର ସ୍ତ୍ରୀକକ୍ସ୍ଟ ନେଲେ ନାହିଁ। ବିବାହ ରେ ତାଙ୍କର ସାଙ୍ଗମାନଙ୍କ ମଧ୍ଯରକ୍ସ୍ଟ ଜଣେ ଉତ୍ତମ ବନ୍ଧକ୍ସ୍ଟର ସେ ସ୍ତ୍ରୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାମ୍ଶୋନ୍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାମ୍ଶୋନ୍ ତାଙ୍କ ସହିତ ତାଙ୍କର ସ୍ତ୍ରୀକୁ ନେଲେ ନାହିଁ। ବିବାହରେ ତାଙ୍କର ସାଙ୍ଗମାନଙ୍କ ମଧ୍ୟରୁ ଜଣେ ଉତ୍ତମ ବନ୍ଧୁର ସେ ସ୍ତ୍ରୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାମ୍ଶୋନ୍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାମ୍ଶୋନ୍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା।