Judges 14:4 — Compare Translations
5 translations compared side by side
Odia - 1840
"ଶାମ୍ଶାେନ୍ଙ୍କର ପିତାମାତା ଜାଣିପାରିଲେ ନାହିଁ ଯେ, ସଦାପ୍ରଭୁ ଏହିପରି ଯୋଜନା କରିଥିଲେ। ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ବିରକ୍ସ୍ଟଦ୍ଧ ରେ ସକ୍ସ୍ଟୟୋଗ ଖାଜେକ୍ସ୍ଟଥିଲେ ଏବଂ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ପଦକ୍ଷପେ ନବୋ ପାଇଁ ଏକ କାରଣ ଖାଜେକ୍ସ୍ଟଥିଲେ। ସହେି ସମୟରେ ପଲେଷ୍ଟୀୟମାନେ ଇଶ୍ରାୟେଲ ଉପରେ ରାଜତ୍ବ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟନା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ । ସେ ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ଵ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମ୍ଶୋନଙ୍କର ପିତାମାତା ଜାଣି ପାରିଲେ ନାହିଁ ଯେ, ସଦାପ୍ରଭୁ ଏହିପରି ଯୋଜନା କରିଥିଲେ। ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୁଯୋଗ ଖୋଜୁଥିଲେ ଏବଂ ସେମାନଙ୍କ ବିରୁଦ୍ଧରେ ପଦକ୍ଷେପ ନେବା ପାଇଁ ଏକ କାରଣ ଖୋଜୁଥିଲେ। ସେହି ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ ରାଜତ୍ୱ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେ ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।