Judges 14:5 — Compare Translations

5 translations compared side by side

Odia - 1840
"ଶାମ୍ଶାେନ୍ ତାଙ୍କର ପିତା ମାତାଙ୍କ ସହିତ ତିମ୍ନାକକ୍ସ୍ଟ ଗଲେ। ସମାନେେ ଦ୍ରାକ୍ଷାକ୍ଷେତ୍ର ନିକଟରେ ପହଞ୍ଚିଲା ମାତ୍ ରେ ଏକ ୟକ୍ସ୍ଟବା ସିଂହ ଗର୍ଜ୍ଜନ କରି ଶାମ୍ଶାେନ୍ ଉପରକକ୍ସ୍ଟ କକ୍ସ୍ଟଦା ମାରିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଶାମ୍ଶୋନ୍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ । ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶା‌ମ୍‌ଶୋନ୍ ତାଙ୍କର ପିତାମାତାଙ୍କ ସହିତ ତିମ୍ନାକୁ ଗଲେ। ସେମାନେ ଦ୍ରାକ୍ଷାକ୍ଷେତ୍ର ନିକଟରେ ପହଞ୍ଚିଲା ମାତ୍ରେ ଏକ ଯୁବା ସିଂହ ଗର୍ଜନ କରି ଶା‌ମ୍‌ଶୋନ୍ ଉପରକୁ କୁଦା ମାରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।