Judges 14:6 — Compare Translations

5 translations compared side by side

Odia - 1840
"ଶାମ୍ଶାେନ୍ ନିକଟକକ୍ସ୍ଟ ସଦାପ୍ରଭୁଙ୍କର ଆତ୍ମା ଆସିବା କ୍ଷଣି ସେ ଶକ୍ତିଶାଳୀ ହବୋକକ୍ସ୍ଟ ଲାଗିଲେ। ଏହାପରେ ସେ ଖାଲି ହାତ ରେ ଛଳେି ଛକ୍ସ୍ଟଆକକ୍ସ୍ଟ ଚିରିଲା ପରି ସହେି ସିଂହକକ୍ସ୍ଟ ଚିରି ବିଦୀର୍ଣ୍ଣ କରି ପକାଇଲେ। ସେ କ'ଣ କରିଛନ୍ତି, ସେ ତାଙ୍କ ପିତାମାତାଙ୍କୁ କିଛି ସେ ବିଷଯ ରେ କହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁଙ୍କ ଆତ୍ମା ତାହାକୁ ଆକ୍ରା; କରନ୍ତେ, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ତାହା ହାତରେ କିଛି ନ ଥିଲା । ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତଙ୍କୁ କହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶା‌ମ୍‌ଶୋନ୍ ନିକଟକୁ ସଦାପ୍ରଭୁଙ୍କର ଆତ୍ମା ଆସିବା କ୍ଷଣି ସେ ଶକ୍ତିଶାଳୀ ହେବାକୁ ଲାଗିଲେ। ଏହା ପରେ ସେ ଖାଲି ହାତରେ ଛେଳି ଛୁଆକୁ ଚିରିଲା ପରି ସେହି ସିଂହକୁ ଚିରି ବିଦୀର୍ଣ୍ଣ କରି ପକାଇଲେ। ସେ କ’ଣ କରିଛନ୍ତି, ସେ ତାଙ୍କ ପିତାମାତାଙ୍କୁ ସେ ବିଷୟରେ କିଛି କହିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍‍ଶୋନ୍‍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)