Judges 14:7 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ଶାମ୍ଶାେନ୍ ନଗରକକ୍ସ୍ଟ ୟାଇ ପଲେଷ୍ଟୀୟ ସ୍ତ୍ରୀ ଲୋକଟି ସହିତ କଥା ହେଲେ। ସହେି ସ୍ତ୍ରୀ ଲୋକଟି ଶାମ୍ଶାେନ୍ଙ୍କକ୍ସ୍ଟ ପସନ୍ଦ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ତାହା ଦୃଷ୍ଟିରେ ପସନ୍ଦ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଶାମ୍ଶୋନ୍ ନଗରକୁ ଯାଇ ପଲେଷ୍ଟୀୟ ସ୍ତ୍ରୀଲୋକଟି ସହିତ କଥା ହେଲେ। ସେହି ସ୍ତ୍ରୀଲୋକଟି ଶାମ୍ଶୋନଙ୍କୁ ପସନ୍ଦ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମ୍ଶୋନ୍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମ୍ଶୋନ୍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା।