Judges 14:8 — Compare Translations

5 translations compared side by side

Odia - 1840
"କିଛି ଦିନ ପରେ, ସେ ସହେି ସ୍ତ୍ରୀ ଲୋକଟିକକ୍ସ୍ଟ ବିବାହ କରିବାକୁ ଆସିଲେ। ସହେି ରାସ୍ତା ରେ ସେ ସହେି ମୃତ ସିଂହର ଶରୀରକକ୍ସ୍ଟ ଦେଖିଲେ। ସେ ଦେଖିଲେ ଯେ, କିଛି ମହକ୍ସ୍ଟମାଛି ସେଥି ରେ ମହକ୍ସ୍ଟ ଫଣୋ ତିଆରି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କିଛିଦିନ ଉତ୍ତାରେ ସେ ସେହି ସ୍ତ୍ରୀକି ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାʼନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଝାଙ୍କ ଓ ମହୁ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଦିନ ପରେ, ସେ ସେହି ସ୍ତ୍ରୀଲୋକଟିକୁ ବିବାହ କରିବାକୁ ଆସିଲେ। ସେହି ରାସ୍ତାରେ ସେ ସେହି ମୃତ ସିଂହର ଶରୀରକୁ ଦେଖିଲେ। ସେ ଦେଖିଲେ ଯେ, କିଛି ମହୁମାଛି ସେଥିରେ ମହୁ ଫେଣା ତିଆରି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି।