Judges 14:9 — Compare Translations

5 translations compared side by side

Odia - 1840
"ଶାମ୍ଶାେନ୍ ହାତ ରେ କିଛି ମହକ୍ସ୍ଟ ସେଥିରକ୍ସ୍ଟ ଆଣିଲେ। ମହକ୍ସ୍ଟ ଖାଇଖାଇ ୟିବା ବାଟରେ ସେ ତାଙ୍କ ପିତାମାତାଙ୍କ ନିକଟରେ ପହଁଞ୍ଚିବା ପରେ, ତାଙ୍କୁ କିଛି ମହକ୍ସ୍ଟ ଖାଇବାକକ୍ସ୍ଟ ଦେଲେ। ସେ ଏଥିରକ୍ସ୍ଟ ବହକ୍ସ୍ଟତ ଖାଇଲେ। କିନ୍ତୁ ଶାମ୍ଶାେନ୍ ଏହି ମହକ୍ସ୍ଟ ଏକ ମୃତ ସିଂହର ଶରୀରରକ୍ସ୍ଟ ଅଣା ୟାଇଛି ବୋଲି କିଛି କହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ । ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶା‌ମ୍‌ଶୋନ୍ ହାତରେ କିଛି ମହୁ ସେଥିରୁ ଆଣିଲେ। ମହୁ ଖାଇଖାଇ ଯିବା ବାଟରେ ସେ ତାଙ୍କ ପିତାମାତାଙ୍କ ନିକଟରେ ପହଞ୍ଚିବା ପରେ, ତାଙ୍କୁ କିଛି ମହୁ ଖାଇବାକୁ ଦେଲେ। ସେ ଏଥିରୁ ବହୁତ ଖାଇଲେ। କିନ୍ତୁ ଶା‌ମ୍‌ଶୋନ୍ ଏହି ମହୁ ଏକ ମୃତ ସିଂହର ଶରୀରରୁ ଅଣା ଯାଇଛି ବୋଲି କିଛି କହିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।