Judges 15:1 — Compare Translations
5 translations compared side by side
Odia - 1840
"ଅମଳ ସମୟରେ ଶାମ୍ଶାେନ୍ ଗୋଟିଏ ୟକ୍ସ୍ଟବା ଛଳେି ଉପହାର ଧରି ନିଜର ସ୍ତ୍ରୀକକ୍ସ୍ଟ ଦେଖିବାକକ୍ସ୍ଟ ଗଲେ ଏବଂ ସେ କହିଲେ, ମୁ ମାରେ ସ୍ତ୍ରୀକକ୍ସ୍ଟ ଦେଖିବାକକ୍ସ୍ଟ ୟାଇପା ରେ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କିଛିଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି । ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମ୍ଶୋନ୍ ପଲେଷ୍ଟୀୟମାନଙ୍କ ପାଇଁ ଅସୁବିଧା କଲେ ଅମଳ ସମୟରେ ଶାମ୍ଶୋନ୍ ଗୋଟିଏ ଯୁବା ଛେଳି ଉପହାର ଧରି ନିଜର ସ୍ତ୍ରୀକୁ ଦେଖିବାକୁ ଗଲେ ଏବଂ ସେ କହିଲେ, “ମୁଁ ମୋର ସ୍ତ୍ରୀକୁ ଦେଖିବାକୁ ଯାଇପାରେ କି?” କିନ୍ତୁ ସେଥିରେ ତା’ର ପିତା ଶାମ୍ଶୋନ୍କୁ ଯିବାକୁ ଅନୁମତି ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, “ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି।” ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି। ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।