Judges 15:10 — Compare Translations
5 translations compared side by side
Odia - 1840
"ସମାନଙ୍କେର ସୈନ୍ଯମାନେ ସଠାେରେ ୟକ୍ସ୍ଟଦ୍ଧ ପାଇଁ ପ୍ରସ୍ତକ୍ସ୍ଟତ ହାଇେ ରହିଲେ, ୟିହକ୍ସ୍ଟଦା ପରିବାରବର୍ଗର ଲୋକମାନେ ସମାନଙ୍କେୁ ପଚାରିଲେ, ହେ ପଲେଷ୍ଟୀୟଗଣ ତୁମ୍ଭମାନେେ କାହିଁକି ଆମ୍ଭ ସହିତ ୟକ୍ସ୍ଟଦ୍ଧ କରିବା ପାଇଁ ଆସିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୁଦାର ଲୋକମାନେ ପଚାରିଲେ, ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ? ସେମାନେ କହିଲେ, ଶାମ୍ଶୋନ୍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ସୈନ୍ୟମାନେ ସେଠାରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ରହିଲେ, ଯିହୁଦା ପରିବାରବର୍ଗର ଲୋକମାନେ ସେମାନଙ୍କୁ ପଗ୍ଭରିଲେ, “ହେ ପଲେଷ୍ଟୀୟଗଣ, ତୁମ୍ଭେମାନେ କାହିଁକି ଆମ୍ଭ ସହିତ ଯୁଦ୍ଧ କରିବା ପାଇଁ ଆସିଛ?” ସେମାନେ ଉତ୍ତର ଦେଲେ, “ଆମ୍ଭେମାନେ ଶାମ୍ଶୋନଙ୍କୁ ନେବା ପାଇଁ ଆସିଅଛୁ। ଆମ୍ଭେ ତାଙ୍କୁ ଆମ୍ଭର ବନ୍ଦୀ କରିବାକୁ ଗ୍ଭହୁଁ। ସେ ଆମ୍ଭର ଲୋକଙ୍କ ସହିତ ଯାହା କଲେ, ଆମ୍ଭେ ତାଙ୍କୁ ଦଣ୍ତ ଦେବା ପାଇଁ ଗ୍ଭହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୁଦାର ଲୋକମାନେ ପଚାରିଲେ, “ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ?” ସେମାନେ କହିଲେ, “ଶାମ୍ଶୋନ୍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୁଦାର ଲୋକମାନେ ପଚାରିଲେ, ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ? ସେମାନେ କହିଲେ, ଶାମ୍ଶୋନ୍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ।