Judges 15:11 — Compare Translations

5 translations compared side by side

Odia - 1840
"ଏହାପରେ ୟିହକ୍ସ୍ଟଦାର 3,000 ପରିବାରବର୍ଗ ଶାମ୍ଶାେନ୍ଙ୍କ ଏଟମ ଶୈଳର ଗକ୍ସ୍ଟମ୍ଫା ନିକଟକକ୍ସ୍ଟ ଗଲେ ଏବଂ ତାଙ୍କୁ କହିଲେ, ତୁମ୍ଭେ କ'ଣ ଜାଣ ନାହିଁ ପଲେଷ୍ଟୀୟମାନେ ହେଉଛନ୍ତି ଆମର ପ୍ରଭକ୍ସ୍ଟ? ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିହୁଦାର ତିନି ହଜାର ଲୋକ ଏଟମ୍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍ଶୋନ୍କୁ କହିଲେ, ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ? ପୁଣି ସେ ସେମାନଙ୍କୁ କହିଲା, ସେମାନେ ମୋʼ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୁଦାର 3000 ପରିବାରବର୍ଗ ଶା‌ମ୍‌ଶୋ‌ନଙ୍କ ଏଟ‌ମ୍‌ ଶୈଳର ଗୁମ୍ଫା ନିକଟକୁ ଗଲେ ଏବଂ ତାଙ୍କୁ କହିଲେ, “ତୁମ୍ଭେ କ’ଣ ଜାଣ ନାହିଁ ପଲେଷ୍ଟୀୟମାନେ ହେଉଛନ୍ତି ଆମ୍ଭର ପ୍ରଭୁ? ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ?” ଶା‌ମ୍‌ଶୋନ୍ ସେମାନଙ୍କୁ ଉତ୍ତର ଦେଲେ, ଯେ “ସେମାନେ ମୋ’ ପାଇଁ ଯେପରି କଲେ, ମୁଁ ତାଙ୍କ ପାଇଁ ସେହିପରି କଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିହୁଦାର ତିନି ହଜାର ଲୋକ ଐଟମ୍‍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍‍ଶୋନ୍‍କୁ କହିଲେ, “ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ?” ପୁଣି ସେ ସେମାନଙ୍କୁ କହିଲା, “ସେମାନେ ମୋʼ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିହୁଦାର ତିନି ହଜାର ଲୋକ ଐଟମ୍‍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍‍ଶୋନ୍‍କୁ କହିଲେ, ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ? ପୁଣି ସେ ସେମାନଙ୍କୁ କହିଲା, ସେମାନେ ମୋ’ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି।