Judges 15:12 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ଶାମ୍ଶାେନ୍ଙ୍କକ୍ସ୍ଟ କହିଲେ, ଆମ୍ଭମାନେେ ଆସିଛକ୍ସ୍ଟ ତୁମ୍ଭକୁ ବାନ୍ଧି ପଲେଷ୍ଟୀୟମାନଙ୍କୁ ଦବେକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟ-ମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ । ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ଶା‌ମ୍‌ଶୋ‌ନଙ୍କୁ କହିଲେ, “ଆମ୍ଭେମାନେ ଆସିଛୁ ତୁମ୍ଭକୁ ବାନ୍ଧି ପଲେଷ୍ଟୀୟମାନଙ୍କୁ ଦେବୁ।” ଶା‌ମ୍‌ଶୋନ୍ ଯିହୁଦା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତିଜ୍ଞା କର ତୁମ୍ଭେମାନେ ମୋତେ ହତ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ତାହାକୁ କହିଲେ, “ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ।” ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ। ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।