Judges 15:13 — Compare Translations
5 translations compared side by side
Odia - 1840
"ୟିହକ୍ସ୍ଟଦାର ଲୋକମାନେ କହିଲେ, ଆମ୍ଭେ ଏହି ପ୍ରସ୍ଥାବ ରେ ରାଜିଅଛକ୍ସ୍ଟ। ଆମ୍ଭେ କବଳେ ତୁମ୍ଭକୁ ଧରିବକ୍ସ୍ଟ ଏବଂ ପଲେଷ୍ଟୀୟମାନଙ୍କୁ ହସ୍ତାନ୍ତର କରିଦବେକ୍ସ୍ଟ। ଆମ୍ଭେ ପ୍ରତିଜ୍ଞା କରୁଛକ୍ସ୍ଟ ତୁମ୍ଭକୁ କବେେ ହତ୍ଯା କରିବକ୍ସ୍ଟ ନାହିଁ। ତେଣୁ ସମାନେେ ଦକ୍ସ୍ଟଇଟି ନୂତନ ରସି ରେ ଶାମ୍ଶାେନ୍କକ୍ସ୍ଟ ବାନ୍ଧି ଶୈଳ ବାହାରକକ୍ସ୍ଟ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାହାକୁ କହିଲେ, ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ । ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ କହିଲେ, “ଆମ୍ଭେ ଏହି ପ୍ରସ୍ଥାବରେ ରାଜିଅଛୁ। ଆମ୍ଭେ କେବଳ ତୁମ୍ଭକୁ ଧରିବୁ ଏବଂ ପଲେଷ୍ଟୀୟମାନଙ୍କୁ ହସ୍ତାନ୍ତର କରିଦେବୁ। ଆମ୍ଭେ ପ୍ରତିଜ୍ଞା କରୁଛୁ ତୁମ୍ଭକୁ କେବେ ହତ୍ୟା କରିବୁ ନାହିଁ।” ତେଣୁ ସେମାନେ ଦୁଇଟି ନୂତନ ରସିରେ ଶାମ୍ଶୋନ୍କୁ ବାନ୍ଧି ଶୈଳ ବାହାରକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ତାହାକୁ କହିଲେ, “ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ।” ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ତାହାକୁ କହିଲେ, ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ। ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ।