Judges 15:14 — Compare Translations
5 translations compared side by side
Odia - 1840
"ସେ ଯେତବେେଳେ ଲିହୀ ରାଜ ପ୍ରସାଦ ରେ ପହନ୍ଚିଲେ, ପଲେଷ୍ଟୀୟ ଲୋକମାନେ ତାଙ୍କୁ ଦେଖିବାକକ୍ସ୍ଟ ଆସିଲେ। ସମାନେେ ଖକ୍ସ୍ଟସି ରେ ଜଯ ଜଯ ଧ୍ବନି କରୁଥିଲେ। ଏହାପରେ ତାଙ୍କ ଉପରକକ୍ସ୍ଟ ସଦାପ୍ରଭୁଙ୍କର ଆତ୍ମା ଯେତବେେଳେ ଆସିଲା, ସେ ଶକ୍ତିଶାଳୀ ହାଇେ ଉଠିଲେ। ଶାମ୍ଶାେନ୍ ଦୌଡିଟିକକ୍ସ୍ଟ ଛିଣ୍ତାଇ ଦେଲେ, ତାଙ୍କ ହାତରକ୍ସ୍ଟ ଦଉଡିଗକ୍ସ୍ଟଡିକ ମିଳାଇ ଗଲାପରି ଏବଂ ପୋଡାସୂତା ପରି ଝରି ପଡିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ଵନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ତାହାକୁ ଆକ୍ରା; କଲେ, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯେତେବେଳେ ଲିହୀ ରାଜ ପ୍ରାସାଦରେ ପହଞ୍ଚିଲେ, ପଲେଷ୍ଟୀୟ ଲୋକମାନେ ତାଙ୍କୁ ଦେଖିବାକୁ ଆସିଲେ। ସେମାନେ ଖୁସୀରେ ଜୟ ଜୟ ଧ୍ୱନି କରୁଥିଲେ। ଏହା ପରେ ତାଙ୍କ ଉପରକୁ ସଦାପ୍ରଭୁଙ୍କର ଆତ୍ମା ଯେତେବେଳେ ଆସିଲା, ସେ ଶକ୍ତିଶାଳୀ ହୋଇ ଉଠିଲେ। ଶାମ୍ଶୋନ୍ ଦୌଡ଼ିଟିକୁ ଛିଣ୍ତାଇ ଦେଲେ, ତାଙ୍କ ହାତରୁ ଦଉଡ଼ିଗୁଡ଼ିକ ମିଳାଇ ଗଲାପରି ଏବଂ ପୋଡ଼ାସୂତା ପରି ଝରି ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ୱନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ଶକ୍ତିର ସହ ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ୱନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ଶକ୍ତିର ସହ ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା।