Judges 15:16 — Compare Translations

5 translations compared side by side

Odia - 1840
"ଏହାପରେ ଶାମ୍ଶାେନ୍ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାମ୍ଶୋନ୍ କହିଲା:- ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶା‌ମ୍‌ଶୋନ୍ କହିଲେ, “ଗଧର ହନୁହାଡ଼ ଫୁଙ୍ଗି ମୁଁ 1000 ପୁରୁଷ ପଦାକଲି!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାମ୍‍ଶୋନ୍‍ କହିଲା:- “ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାମ୍‍ଶୋନ୍‍ କହିଲା:- “ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା।”