Judges 15:18 — Compare Translations

5 translations compared side by side

Odia - 1840
"ଶାମ୍ଶାେନ୍ ବହକ୍ସ୍ଟତ ତୃଷାର୍ତ୍ତ ଥିଲେ। ତେଣୁ ସେ ସଦାପ୍ରଭୁଙ୍କୁ ନିବଦନେ କଲେ, ମୁ ତୁମ୍ଭର ଦାସ, ତୁମ୍ଭେ ମାେତେ ମହତ ବିଜଯ ଦିଅ। ଏବେ ମୁ ଶୋଷ ରେ ମରକ୍ସ୍ଟଛି। ମୁ ଅସକ୍ସ୍ଟନ୍ନତ ଲୋକମାନଙ୍କ ହସ୍ତ ରେ ପଡିବାକକ୍ସ୍ଟ ଯାଉଛି, ତେଣୁ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, ତୁମ୍ଭେ ଆପଣା ଦାସର ହସ୍ତ ଦ୍ଵାରା ଏହି ମହାଉଦ୍ଧାର ସାଧନ କରିଅଛ; ଏବେ ମୁଁ ସିନା ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି ।
Odia Bible ERV 2004 (ପବିତ୍ର ବାଇବଲ)
ଶା‌ମ୍‌ଶୋନ୍ ବହୁତ ତୃଷାର୍ତ୍ତ ଥିଲେ। ତେଣୁ ସେ ସଦାପ୍ରଭୁଙ୍କୁ ନିବେଦନ କଲେ, “ମୁଁ ତୁମ୍ଭର ଦାସ, ତୁମ୍ଭେ ମୋତେ ମହତ ବିଜୟ ଦେଇଅଛ। ଏବେ ମୁଁ ଶୋଷରେ ମରୁଛି। ମୁଁ ଅସୁନ୍ନତ ଲୋକମାନଙ୍କ ହସ୍ତରେ ପଡ଼ିବାକୁ ଯାଉଛି, ତେଣୁ ମୋତେ ରକ୍ଷା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, “ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହା ଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହାଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।