Judges 15:19 — Compare Translations

5 translations compared side by side

Odia - 1840
"ପରମେଶ୍ବର ଲିହିସ୍ଥିତ ଏକ ଖୋଲ ବିଦିର୍ଣ୍ଣ କରିବାରକ୍ସ୍ଟ ତହିଁରକ୍ସ୍ଟ ଜଳ ନିର୍ଗତ ହେଲା। ଶାମ୍ଶାେନ୍ ସହେି ଜଳ ପାନ କଲେ ଏବଂ ତାଙ୍କର ଶକ୍ତି ଫରେି ଆସିଲା। ସେ ଏହି ସ୍ଥାନର ନାମ ଐନ୍ହକ୍କୋରୀ ଦେଲେ। ଯାହାକି ଏବେ ପର୍ୟ୍ଯନ୍ତ ଲିହି ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପରମେଶ୍ଵର ଲିହୀସ୍ଥିତ ଏକ ଖୋଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା; ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍-ହକ୍କୋରୀ (ଡାକିଲା ଲୋକର ଝର) ଦେଲା, ତାହା ଅଦ୍ୟାପି ଲିହୀରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଲିହୀସ୍ଥିତ ଏକ ଖୋଲ ବିଦୀର୍ଣ୍ଣ କରିବାରୁ ତହିଁରୁ ଜଳ ନିର୍ଗତ ହେଲା। ଶା‌ମ୍‌ଶୋନ୍ ସେହି ଜଳ ପାନ କଲେ ଏବଂ ତାଙ୍କର ଶକ୍ତି ଫେରି ଆସିଲା। ସେ ଏହି ସ୍ଥାନର ନାମ ଐ‌ନ୍‌ହ‌କ୍‌କରୀ ଦେଲେ। ଯାହାକି ଏବେ ପର୍ଯ୍ୟନ୍ତ ଲିହୀରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍‍-ହକ୍‍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି।
Odia IRV 2017 (ଓଡିଆ ବାଇବେଲ)