Judges 15:2 — Compare Translations

5 translations compared side by side

Odia - 1840
"ତାଙ୍କର ପିତା ଶାମ୍ଶାେନ୍ଙ୍କକ୍ସ୍ଟ କହିଲେ, ମୁ ଭାବିଲି ଯେ ତୁମ୍ଭେ ତାଙ୍କୁ ଅତ୍ଯନ୍ତ ଘୃଣା କର। ଏଣୁ ମୁ ତାହାକକ୍ସ୍ଟ ତକ୍ସ୍ଟମ୍ଭ ମିତ୍ରଙ୍କକ୍ସ୍ଟ ଦଲେି। ତା'ର ସାନ ଭଉଣୀ ତାଠାରକ୍ସ୍ଟ ବହକ୍ସ୍ଟତ ସକ୍ସ୍ଟନ୍ଦର ତାହାକକ୍ସ୍ଟ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାର ପିତା କହିଲା, ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତା; ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ପିତା ଶା‌ମ୍‌ଶୋ‌ନଙ୍କୁ କହିଲେ, “ମୁଁ ଭାବିଲି ଯେ ତୁମ୍ଭେ ତାଙ୍କୁ ଅତ୍ୟନ୍ତ ଘୃଣା କର। ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରଙ୍କୁ ଦେଲି। ତା’ର ସାନ ଭଉଣୀ ତା’ଠାରୁ ବହୁତ ସୁନ୍ଦର ତାହାକୁ ଗ୍ରହଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତାହାର ପିତା କହିଲା, “ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।”
Odia IRV 2017 (ଓଡିଆ ବାଇବେଲ)
ପୁଣି ତାହାର ପିତା କହିଲା, ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।