Judges 15:20 — Compare Translations
5 translations compared side by side
Odia - 1840
"ତେଣୁ ଶାମ୍ଶାେନ୍ ଇଶ୍ରାୟେଲର ଲୋକମାନଙ୍କ ଉପରେ ବିଗ୍ଭରକର୍ତ୍ତା ହାଇେ କୋଡିଏ ବର୍ଷ ପର୍ୟ୍ଯନ୍ତ ରହିଲେ। ଯାହାକି ଥିଲା ପଲେଷ୍ଟୀୟମାନଙ୍କର ସମୟ କାଳ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶାମ୍ଶୋନ୍ ଇସ୍ରାଏଲର ଲୋକମାନଙ୍କ ଉପରେ ବିଗ୍ଭରକର୍ତ୍ତା ହୋଇ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ରହିଲେ। ଯାହାକି ପଲେଷ୍ଟୀୟମାନଙ୍କର ସମୟ କାଳ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।