Judges 15:5 — Compare Translations
5 translations compared side by side
Odia - 1840
"ତହକ୍ସ୍ଟଁ ସେ ମଶାଲ ଜଳାଇ ପଲେଷ୍ଟୀୟମାନଙ୍କ ବଢନ୍ତା କ୍ଷତେ ମଧ୍ଯକକ୍ସ୍ଟ ସମାନଙ୍କେୁ ଛାଡି ଦେଲେ। ଯେତବେେଳେ ସମାନେେ ଶସ୍ଯବିଡାର କ୍ଷତେ ଦଇେ, ଦ୍ରାକ୍ଷାକ୍ଷେତ୍ର ଦଇେ ଏବଂ ଅଲିଭ୍ କ୍ଷତେ ଦଇେ ଗଲେ, ସବୁକିଛି ପୋଡି଼ ପାଉଁଶ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା କ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେ ମଶାଲ ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା କ୍ଷେତ ମଧ୍ୟକୁ ସେମାନଙ୍କୁ ଛାଡ଼ି ଦେଲେ। ଯେତେବେଳେ ସେମାନେ ଶସ୍ୟବିଡ଼ାର କ୍ଷେତ ଦେଇ, ଦ୍ରାକ୍ଷାକ୍ଷେତ୍ର ଦେଇ ଏବଂ ଅଲିଭ୍ କ୍ଷେତ ଦେଇ ଗଲେ, ସବୁକିଛି ପୋଡ଼ି ପାଉଁଶ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇ ବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା।