Judges 15:7 — Compare Translations

5 translations compared side by side

Odia - 1840
"ଶାମ୍ଶାେନ୍ ପଲେଷ୍ଟୀୟ ଲୋକମାନଙ୍କୁ କହିଲେ, ତୁମ୍ଭେ ମାେ ପ୍ରତି ଖରାପ ବ୍ଯବହାର ପ୍ରଦର୍ଶନ କରିଅଛ। ମୁ ମଧ୍ଯ ତକ୍ସ୍ଟମ୍ଭ ପ୍ରତି ଖରାପ ବ୍ଯବହାର ଦଖାଇବେି, ମୁ ତକ୍ସ୍ଟମ୍ଭ ଉପରେ ପ୍ରତି ଶାଧେ ନ ନବୋ ପର୍ୟ୍ଯନ୍ତ ମୁ ଚକ୍ସ୍ଟପ୍ ହବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷା; ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ଶା‌ମ୍‌ଶୋନ୍ ପଲେଷ୍ଟୀୟ ଲୋକମାନଙ୍କୁ କହିଲେ, “ତୁମ୍ଭେ ମୋ’ ପ୍ରତି ଖରାପ ବ୍ୟବହାର ପ୍ରଦର୍ଶନ କରିଅଛ। ମୁଁ ମଧ୍ୟ ତୁମ୍ଭ ପ୍ରତି ଖରାପ ବ୍ୟବହାର ଦେଖାଇବି, ମୁଁ ତୁମ୍ଭ ଉପରେ ପ୍ରତିଶୋଧ ନ ନେବା ପର୍ଯ୍ୟନ୍ତ ଚୁପ୍ ହେବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।