Judges 15:8 — Compare Translations

5 translations compared side by side

Odia - 1840
"ଏହାପରେ ଶାମ୍ଶାେନ୍ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ। ସେ ସମାନଙ୍କେ ମଧ୍ଯରକ୍ସ୍ଟ ଅନକଙ୍କେକ୍ସ୍ଟ ହତ୍ଯା କଲେ। ଏବଂ ଏହାପରେ ସେ ଏକ ଗକ୍ସ୍ଟମ୍ଫା ରେ ୟାଇ ବାସ କଲେ ଯେଉଁ ଗକ୍ସ୍ଟମ୍ଫା ରେ ନାମ ଥିଲା ଏଟମ ଶୈଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଏଟମ୍ ଶୈଳର ସୁଡ଼ଙ୍ଗରେ ବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶା‌ମ୍‌ଶୋନ୍ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ। ସେ ସେମାନଙ୍କ ମଧ୍ୟରୁ ଅନେକଙ୍କୁ ହତ୍ୟା କଲେ। ଏବଂ ଏହା ପରେ ସେ ଏକ ଗୁମ୍ଫାରେ ଯାଇ ବାସ କଲେ ଯେଉଁ ଗୁମ୍ଫାର ନାମ ଥିଲା ଏଟ‌ମ୍‌ ଶୈଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍‍ ଶୈଳର ସୁଡ଼ଙ୍ଗରେ ବାସ କଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍‍ ଶୈଳର ସୁଡ଼ଙ୍ଗରେ ବାସ କଲା।