Judges 15:9 — Compare Translations

5 translations compared side by side

Odia - 1840
"ତେଣୁ ପଲେଷ୍ଟୀୟମାନେ ୟାଇ ୟିହକ୍ସ୍ଟଦା ଦେଶ ରେ ଛାଉଣୀ ସ୍ଥାପନ କରି ଲିହୀ ରେ ବ୍ଯାପି ରହିଲେ। ସମାନଙ୍କେର ସୈନ୍ଯ ୟକ୍ସ୍ଟଦ୍ଧ ପାଇଁ ସଠାେରେ ନିଜକକ୍ସ୍ଟ ପ୍ରସ୍ତକ୍ସ୍ଟତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପଲେଷ୍ଟୀୟମାନେ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ। ସେମାନଙ୍କର ସୈନ୍ୟ ଯୁଦ୍ଧ ପାଇଁ ସେଠାରେ ନିଜକୁ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ।