Judges 16:10 — Compare Translations

5 translations compared side by side

Odia - 1840
"ଏହାପରେ ଦଲୀଲା ଶାମ୍ଶାେନ୍ଙ୍କକ୍ସ୍ଟ କହିଲା, ତୁମ୍ଭେ ମାେତେ ବୋକା ବନଇେଲ ଓ ମିଥ୍ଯା କହିଲ। ଏବେ ତୁମ୍ଭେ କେଉଁଥି ରେ ବନ୍ଧାୟାଇପାର କକ୍ସ୍ଟହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଦଲୀଲା ଶାମ୍ଶୋନ୍କୁ କହିଲା, ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲା, “ତୁମ୍ଭେ ମୋତେ ବୋକା ବନେଇଲ ଓ ମିଥ୍ୟା କହିଲ। ଏବେ ତୁମ୍ଭେ କେଉଁଥିରେ ବନ୍ଧାଯାଇପାର କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?