Judges 16:12 — Compare Translations
5 translations compared side by side
Odia - 1840
"ତେଣୁ ଦଲୀଲା ନୂତନ ରଜ୍ଜକ୍ସ୍ଟ ନଇେ ତାହାଙ୍କକ୍ସ୍ଟ ବାନ୍ଧିଲା। ସେତବେେଳେ ଅକ୍ତିଆର କରିବାକୁ ଉତ୍କସ୍ଖିତ ଲୋକମାନେ ପରବର୍ତ୍ତୀ କଠାେରୀ ରେ ଲକ୍ସ୍ଟଚି ରହକ୍ସ୍ଟଥିଲେ। ତା'ପରେ ସେ କହିଲା, ଶାମ୍ଶାେନ୍ ପଲେଷ୍ଟୀୟମାନେ ତକ୍ସ୍ଟମ୍ଭ ନିମନ୍ତେ ଆସିଛନ୍ତି। କିନ୍ତୁ ସେ ଖଣ୍ଡେ ସୂତାପରି ନିଜର ବାହକ୍ସ୍ଟ ଉପରେ ଥିବା ରଜ୍ଜକ୍ସ୍ଟ ସବୁକକ୍ସ୍ଟ ଛିଣ୍ତାଇ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ସେ ସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ । ଏଥିରେ ସେ ଖଣ୍ତେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ତାଇ ପକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦଲୀଲା ନୂତନ ରଜ୍ଜୁ ନେଇ ତାହାଙ୍କୁ ବାନ୍ଧିଲା। ସେତେବେଳେ ଅକ୍ତିଆର କରିବାକୁ ଉତ୍କଣ୍ଠିତ ଲୋକମାନେ ପରବର୍ତ୍ତୀ କୋଠରୀରେ ଲୁଚି ରହିଥିଲେ। ତା’ପରେ ସେ କହିଲା, “ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭ ନିମନ୍ତେ ଆସିଛନ୍ତି।” କିନ୍ତୁ ସେ ଖଣ୍ଡେ ସୂତାପରି ନିଜର ବାହୁ ଉପରେ ଥିବା ରଜ୍ଜୁ ସବୁକୁ ଛିଣ୍ତାଇ ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, “ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ସେସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ସେ ସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।