Judges 16:13 — Compare Translations

5 translations compared side by side

Odia - 1840
"ଏହାପରେ ଦଲୀଲା ଶାମ୍ଶାେନ୍ଙ୍କକ୍ସ୍ଟ କହିଲେ, ତୁମ୍ଭେ ପକ୍ସ୍ଟନର୍ବାର ମାେତେ ନିର୍ବୋଧ ବନଇେଲ ଓ ମିଛ କହିଲ! ତୁମ୍ଭେ କାହିଁ ରେ ବନ୍ଧାୟାଇପାର, ମାେତେ କକ୍ସ୍ଟହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ । ତହିଁରେ ସେ ତାହାକୁ କହିଲା, ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତବେଣୀ ବୁଣିବ, ତେବେ ହୋଇ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲେ, “ତୁମ୍ଭେ ପୁନର୍ବାର ମୋତେ ନିର୍ବୋଧ ବନେଇଲ ଓ ମିଛ କହିଲ! ତୁମ୍ଭେ କାହିଁରେ ବନ୍ଧାଯାଇପାର, ମୋତେ କୁହ।” ତହିଁରେ ସେ ତାକୁ କହିଲେ, “ଯେବେ ତୁମ୍ଭେ ବୁଣା ଯାଉଥିବା ସୂତାରେ ମୋର ମସ୍ତକର ସାତ ବେଣୀ ବୁଣିବ ଏବଂ ଏହାକୁ ଏକ ଖିଲରେ ଜୋ‌ର୍‌ରେ ବାନ୍ଧିବ, ତେବେ ମୁଁ ସାଧାରଣ ମଣିଷପରି ଦୁର୍ବଳ ହୋଇଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ।” ତହିଁରେ ସେ ତାହାକୁ କହିଲା, “ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତ ବେଣୀ ବୁଣିବ, ତେବେ ହୋଇପାରେ।”
Odia IRV 2017 (ଓଡିଆ ବାଇବେଲ)
ତେବେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ। ତହିଁରେ ସେ ତାହାକୁ କହିଲା, ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତବେଣୀ ବୁଣିବ, ତେବେ ହୋଇ ପାରେ।