Judges 16:15 — Compare Translations

5 translations compared side by side

Odia - 1840
"ଏହାପରେ ଦଲୀଲା ଶାମ୍ଶାେନ୍ଙ୍କକ୍ସ୍ଟ କହାଲା, ତୁମ୍ଭେ ପକ୍ସ୍ଟଣି ଥରେ ମାେତେ କହିଲ, ତୁମ୍ଭେ କିପରି କହିପାରକ୍ସ୍ଟଛ, 'ମୁ ତୁମ୍ଭକୁ ଭଲ ପାଏ,' ତୁମ୍ଭେ କେତବେେଳେ ହେଲେ ମାେତେ ବିଶ୍ବାସ କରୁନାହଁ? ତୁମ୍ଭର ମହାବଳ କେଉଁଥି ରେ ଅଛି ମାେତେ କହି ନାହଁ। ତୁମ୍ଭେ ମାେତେ ତିନି ଥର ୟାକ ବୋକା ବନାଇଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ତାହାକୁ କହିଲା, ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ତୁମ୍ଭେ ମୋତେ ପ୍ରେମ କରୁଛ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲା, “ତୁମ୍ଭେ ପୁଣି ଥରେ ମୋତେ ମିଛ କହିଲ, ତୁମ୍ଭେ କିପରି କହି ପାରୁଛ, ‘ମୁଁ ତୁମ୍ଭକୁ ଭଲ ପାଏ,’ ଯେହେତୁ ତୁମ୍ଭେ ମୋତେ ବିଶ୍ୱାସ କରୁ ନାହଁ? ତୁମ୍ଭର ମହାବଳ କେଉଁଥିରେ ଅଛି ମୋତେ କହି ନାହଁ। ତୁମ୍ଭେ ମୋତେ ତିନିଥରଯାକ ବୋକା ବନାଇଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ତାହାକୁ କହିଲା, “ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ‘ତୁମ୍ଭେ ମୋତେ ପ୍ରେମ କରୁଅଛ’ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ତାହାକୁ କହିଲା, ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ତୁମ୍ଭେ ମୋତେ ପ୍ରେମ କରୁଛ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।