Judges 16:17 — Compare Translations
5 translations compared side by side
Odia - 1840
"ଶଷେ ରେ ଶାମ୍ଶାେନ୍ ସମସ୍ତ ଗକ୍ସ୍ଟଲ୍ଗକଥା ତାଙ୍କୁ ଜଣାଇଲେ। ସେ ତାଙ୍କୁ କହିଲେ, ମୁ ଜନ୍ମ ପୂର୍ବରକ୍ସ୍ଟ ସଦାପ୍ରଭୁଙ୍କୁ ସମର୍ପଣ ହାଇେଥିଲି। ମୁ ମାରେ ବାଳ କବେେ କାଟିନଥିଲି। ଯଦି କୌଣସି ଲୋକ ମାରେ ମକ୍ସ୍ଟଣ୍ତର ବାଳ କାଟି ସଫା କରିଦିଏ, ତବେେ ମୁ ମାରେ ସମସ୍ତ ଶକ୍ତି ହରାଇବି ଓ ସାଧାରଣ ଲୋକଙ୍କ ପରି ହାଇଯେିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋଠୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷରେ ଶାମ୍ଶୋନ୍ ସମସ୍ତ ଗୁପ୍ତକଥା ତାକୁ ଜଣାଇଲେ। ସେ ତାକୁ କହିଲେ, “ମୁଁ ଜନ୍ମ ପୂର୍ବରୁ ସଦାପ୍ରଭୁଙ୍କୁ ସମର୍ପଣ ହୋଇଥିଲି। ମୁଁ ମୋର ବାଳ କେବେ କାଟି ନ ଥିଲି। ଯଦି କୌଣସି ଲୋକ ମୋର ମୁଣ୍ଡର ବାଳ କାଟି ସଫା କରିଦିଏ, ତେବେ ମୁଁ ମୋର ସମସ୍ତ ଶକ୍ତି ହରାଇବି ଓ ସାଧାରଣ ଲୋକଙ୍କ ପରି ହୋଇଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋ’ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।