Judges 16:18 — Compare Translations
5 translations compared side by side
Odia - 1840
"ଦଲୀଲା ଦେଖିଲା ଶାମ୍ଶୋନ୍ ତାଙ୍କୁ ସମସ୍ତ ଗକ୍ସ୍ଟଲ୍ଗ କଥା ଜଣାଇ ଦେଲେ। ତେଣୁ ସେ ପଲେଷ୍ଟୀୟ ନତେୃବର୍ଗମାନଙ୍କୁ ଜଣାଇ ଦଲୋ। ସେ କହିଲା, ଏହି ଥର ଆସ, କାରଣ ଶାମ୍ଶାେନ୍ ମାେତେ ତାଙ୍କର ସମସ୍ତ ରହସ୍ଯ କହିଦଇେଛନ୍ତି। ତେଣୁ ନତେୃବର୍ଗ ଦଲୀଲା ନିକଟକକ୍ସ୍ଟ ଆସିଲେ ଏବଂ ମକ୍ସ୍ଟଦ୍ରା ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି, ଏହା କହି ସେମାନଙ୍କୁ ଡାକିଲା । ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଦଲୀଲା ଦେଖିଲା ଶାମ୍ଶୋନ୍ ତାକୁ ସମସ୍ତ ଗୁପ୍ତ କଥା ଜଣାଇ ଦେଲେ। ତେଣୁ ସେ ପଲେଷ୍ଟୀୟ ନେତୃବର୍ଗମାନଙ୍କୁ ଜଣାଇ ଦେଲା। ସେ କହିଲା, “ଏହି ଥର ଆସ, କାରଣ ଶାମ୍ଶୋନ୍ ମୋତେ ତାଙ୍କର ସମସ୍ତ ରହସ୍ୟ କହିଦେଇଛନ୍ତି।” ତେଣୁ ନେତୃବର୍ଗ ଦଲୀଲା ନିକଟକୁ ଆସିଲେ ଏବଂ ମୁଦ୍ରା ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ “ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି,” ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି, ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ;