Judges 16:2 — Compare Translations
5 translations compared side by side
Odia - 1840
"କହେି ଜଣେ ଘସୀଯ ଲୋକମାନଙ୍କୁ କହିଲେ ଯେ, ଶାମ୍ଶୋନ୍ ସହେି ସ୍ଥାନକକ୍ସ୍ଟ ୟାଇଥିଲେ। ସମାନେେ ଶାମ୍ଶୋନ୍ଙ୍କକ୍ସ୍ଟ ହତ୍ଯା କରିବାକୁ ଚାହିଁଲେ। ତେଣୁ ସମାନେେ ସେ ସହରକକ୍ସ୍ଟ ଘରେି ଗଲେ। ସମାନେେ ରାତ୍ରି ତମାମ ଚିପ୍ଗ୍ଭପ୍ ନଗର ଫାଟକ ନିକଟରେ ଲକ୍ସ୍ଟଚି ରହିଲେ। ସମାନେେ ପରସ୍ପର କକ୍ସ୍ଟହାକକ୍ସ୍ଟହି ହେଲେ, ସକାଳ ହେଲେ ଆମେ ଶାମ୍ଶାେନ୍ଙ୍କକ୍ସ୍ଟ ହତ୍ଯା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାମ୍ଶୋନ୍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା । ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗରଦ୍ଵାରରେ ଛକି ବସିଲେ, ପୁଣି ରାତ୍ରିଯାକ ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
କେହି ଜଣେ ଘସୀୟ ଲୋକମାନଙ୍କୁ କହିଲେ ଯେ, “ଶାମ୍ଶୋନ୍ ସେହି ସ୍ଥାନକୁ ଯାଇଥିଲେ।” ସେମାନେ ଶାମ୍ଶୋନଙ୍କୁ ହତ୍ୟା କରିବାକୁ ଗ୍ଭହିଁଲେ। ତେଣୁ ସେମାନେ ସେ ସହରକୁ ଘେରି ଗଲେ। ସେମାନେ ରାତ୍ରି ତମାମ ଚୁପ୍ଗ୍ଭପ୍ ନଗର ଫାଟକ ନିକଟରେ ଲୁଚି ରହିଲେ। ସେମାନେ ପରସ୍ପର କୁହାକୁହି ହେଲେ, “ସକାଳ ହେଲେ ଆମେ ଶାମ୍ଶୋନଙ୍କୁ ହତ୍ୟା କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାମ୍ଶୋନ୍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର-ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାମ୍ଶୋନ୍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।