Judges 16:20 — Compare Translations
5 translations compared side by side
Odia - 1840
"ଏହାପରେ ଦଲୀଲା ଶାମ୍ଶାେନ୍ଙ୍କକ୍ସ୍ଟ କହିଲେ, ଶାମ୍ଶାେନ୍ ପଲେଷ୍ଟୀୟମାନେ ତକ୍ସ୍ଟମ୍ଭ ପାଇଁ ଆସିଛନ୍ତି। ସେ ଉଠିଲା ଏବଂ ଚିନ୍ତା କଲା, ମୁ ନିଜକକ୍ସ୍ଟ ମକ୍ସ୍ଟକ୍ତି କରିବି ଓ ପୂର୍ବଥର ପରି ତାଙ୍କ ପାଖରକ୍ସ୍ଟ ଖସି ପଳାଇବି। କିନ୍ତୁ ଶାମ୍ଶାେନ୍ ଜାଣି ନ ଥିଲେ ଯେ ସଦାପ୍ରଭୁ ତାଙ୍କ ନିକଟରକ୍ସ୍ଟ ଦୂ ରଇେ ୟାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି । ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦଲୀଲା ଶାମ୍ଶୋନଙ୍କୁ କହିଲା, “ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭ ପାଇଁ ଆସିଛନ୍ତି।” ସେ ଉଠିଲା ଏବଂ ଚିନ୍ତା କଲା, “ମୁଁ ନିଜକୁ ମୁକ୍ତ କରିବି ଓ ପୂର୍ବଥର ପରି ତାଙ୍କ ପାଖରୁ ଖସି ପଳାଇବି।” କିନ୍ତୁ ଶାମ୍ଶୋନ୍ ଜାଣି ନ ଥିଲେ ଯେ ସଦାପ୍ରଭୁ ତାଙ୍କ ନିକଟରୁ ଦୂରେଇ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, “ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି।” ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି। ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।