Judges 16:22 — Compare Translations

5 translations compared side by side

Odia - 1840
"କିନ୍ତୁ ଶାମ୍ଶାେନ୍ର ବାଳ ପକ୍ସ୍ଟନର୍ବାର ବଢିବାକକ୍ସ୍ଟ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶା‌ମ୍‌ଶୋ‌ନଙ୍କର ବାଳ ପୁନର୍ବାର ବଢ଼ିବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା।