Judges 16:23 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟମାନେ ଏକତ୍ରୀତ ହାଇେ ଜଯଲାଭ ଉତ୍ସବ ପାଳନ କଲେ। ସମାନେେ ସମାନଙ୍କେର ଦବେତା ଦାଗୋନ ଉଦ୍ଦେଶ୍ଯ ରେ ବଳିଦାନ ଉତ୍ସର୍ଗ କଲେ। ସମାନେେ କହିଲେ, ଶାମ୍ଶାେନ୍ଙ୍କକ୍ସ୍ଟ ପରାସ୍ତ କରିବା ପାଇଁ, ଆମ୍ଭମାନଙ୍କର ଦବେତା ଆମ୍ଭମାନଙ୍କୁ ସାହାୟ୍ଯ କଲେ। ଯେ କି ଆମର ଶତୃ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ । କାରଣ ସେମାନେ କହିଲେ, ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଏକତ୍ରିତ ହୋଇ ଜୟଲାଭ ଉତ୍ସବ ପାଳନ କଲେ। ସେମାନେ ସେମାନଙ୍କର ଦାଗୋନ୍ ଦେବତା ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କଲେ। ସେମାନେ କହିଲେ, “ଶାମ୍ଶୋନଙ୍କୁ ପରାସ୍ତ କରିବା ପାଇଁ, ଆମ୍ଭମାନଙ୍କର ଦେବତା ଆମ୍ଭମାନଙ୍କୁ ସାହାଯ୍ୟ କଲେ। ଯେ କି ଆମ୍ଭର ଶତ୍ରୁ ଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।