Judges 16:24 — Compare Translations
5 translations compared side by side
Odia - 1840
"ଯେତବେେଳେ ପଲେଷ୍ଟୀୟ ଲୋକମାନେ ଶାମ୍ଶାେନ୍ଙ୍କକ୍ସ୍ଟ ଦେଖିଲେ ସମାନେେ ତାଙ୍କର ଦବେତାର ପ୍ରଶଂସା ଗାନ କଲେ। ସମାନେେ କହିଲେ, ଆମ୍ଭମାନଙ୍କ ଦବେତା ଆମ୍ଭମାନଙ୍କୁ ଆମ୍ଭର ଶତୃକକ୍ସ୍ଟ ଅକ୍ତିଆର କରିବା ରେ ସାହାୟ୍ଯ କଲେ। ଏହି ଲୋକ ଆମ୍ଭର ଦେଶକକ୍ସ୍ଟ ଧ୍ବଂସ କରିଥିଲା। ଏହି ଲୋକ ଆମ୍ଭର ଅନକେ ଲୋକମାନଙ୍କୁ ହତ୍ଯା କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ । କାରଣ ସେମାନେ କହିଲେ, ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ପଲେଷ୍ଟୀୟ ଲୋକମାନେ ଶାମ୍ଶୋନଙ୍କୁ ଦେଖିଲେ ସେମାନେ ତାଙ୍କର ଦେବତାର ପ୍ରଶଂସା ଗାନ କଲେ। ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କୁ ଆମ୍ଭର ଶତ୍ରୁକୁ ଅକ୍ତିଆର କରିବାରେ ସାହାଯ୍ୟ କଲେ। ଏହି ଲୋକ ଆମ୍ଭର ଦେଶକୁ ଧ୍ୱଂସ କରିଥିଲା। ଏହି ଲୋକ ଆମ୍ଭର ଅନେକ ଲୋକମାନଙ୍କୁ ହତ୍ୟା କରିଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ। କାରଣ ସେମାନେ କହିଲେ, “ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ। କାରଣ ସେମାନେ କହିଲେ, ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।