Judges 16:25 — Compare Translations
5 translations compared side by side
Odia - 1840
"ଅତି ଆନନ୍ଦିତ ହାଇେ ସମାନେେ କହିଲେ, ଶାମ୍ଶାେନ୍ଙ୍କକ୍ସ୍ଟ ତା'ର କୋଠରୀକକ୍ସ୍ଟ ଆଣ, ସେ ଆମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ କୌତକ୍ସ୍ଟକ କରିବ। ତେଣୁ ସମାନେେ ଶାମ୍ଶାେନ୍ଙ୍କକ୍ସ୍ଟ କାରାଗାରରକ୍ସ୍ଟ ବାହାରକକ୍ସ୍ଟ ଆଣିଲେ। ସେ ସମାନଙ୍କେ ଆଗ ରେ ତାହା କଲା ଓ ସମାନେେ ତା'ର ପରିହାସ କଲେ। ଆଉ ସମାନେେ ତାକକ୍ସ୍ଟ ଦାଗୋନ୍ ମନ୍ଦିରର ଦକ୍ସ୍ଟଇ ସ୍ତମ୍ଭ ମଧିଅରେ ଠିଆ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, ଶାମ୍ଶୋନ୍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ । ତହୁଁ ସେମାନେ ଶାମ୍ଶୋନ୍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା । ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅତି ଆନନ୍ଦିତ ହୋଇ ସେମାନେ କହିଲେ, “ଶାମ୍ଶୋନଙ୍କୁ ତା’ର କୋଠରୀରୁ ଆଣ, ସେ ଆମ୍ଭମାନଙ୍କ ସମ୍ମୁଖରେ କୌତୁକ କରିବ।” ତେଣୁ ସେମାନେ ଶାମ୍ଶୋନଙ୍କୁ ଗାରାଗାରରୁ ବାହାରକୁ ଆଣିଲେ। ସେ ସେମାନଙ୍କ ଆଗରେ କୌତୁକ କଲେ ଓ ସେମାନେ ତା’ର ପରିହାସ କଲେ। ଆଉ ସେମାନେ ତାକୁ ଦାଗୋନ୍ ମନ୍ଦିରର ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, “ଶାମ୍ଶୋନ୍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ।” ତହୁଁ ସେମାନେ ଶାମ୍ଶୋନ୍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, ଶାମ୍ଶୋନ୍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ। ତହୁଁ ସେମାନେ ଶାମ୍ଶୋନ୍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।