Judges 16:27 — Compare Translations
5 translations compared side by side
Odia - 1840
"ସହେି ମନ୍ଦିର ନରନାରୀମାନଙ୍କ ସହିତ ଭରପକ୍ସ୍ଟର ଥିଲା ପଲେଷ୍ଟୀୟମାନଙ୍କର ସମସ୍ତ ଅଧିପତି ସଠାେରେ ଉପସ୍ଥିତ ଥିଲେ। ମନ୍ଦିରର ଛାତ ଉପରେ ପ୍ରାଯ ନରନାରୀ ତିନି ହଜାର ଛିଡା ହାଇଗେଲେ। ସମାନେେ ଶାମ୍ଶାେନ୍ଙ୍କକ୍ସ୍ଟ ଉପହାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମନ୍ଦିର ନରନାରୀମାନଙ୍କ ସହିତ ଭରପୁର ଥିଲା। ପଲେଷ୍ଟୀୟମାନଙ୍କର ସମସ୍ତ ଅଧିପତି ସେଠାରେ ଉପସ୍ଥିତ ଥିଲେ। ମନ୍ଦିରର ଛାତ ଉପରେ ପ୍ରାୟ ନରନାରୀ ତିନି ହଜାର ଛିଡ଼ା ହୋଇଗଲେ। ସେମାନେ ଶାମ୍ଶୋନଙ୍କୁ ଉପହାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ।