Judges 16:28 — Compare Translations

5 translations compared side by side

Odia - 1840
"ଏହାପରେ ଶାମ୍ଶାେନ୍ ସଦାପ୍ରଭୁଙ୍କ ନିକଟରେ ଏହା କହି ପ୍ରାର୍ଥନା କଲେ, ହେ ସର୍ବଶକ୍ତିମାନ ସଦାପ୍ରଭୁ! ମାେତେ ଭକ୍ସ୍ଟଲି ୟାଅ ନାହିଁ। ପ୍ରଭକ୍ସ୍ଟ, ଦୟାକରି ମାେତେ ଆଉଥରେ ଶକ୍ତି ପ୍ରଦାନ କର। ଯାହାଫଳ ରେ ମୁ ପଲେଷ୍ଟୀୟମାନଙ୍କୁ ଦଣ୍ତ ଦଇପୋରିବି ଏବଂ ଏକ ମକ୍ସ୍ଟଷ୍ଟିଘାତ ରେ ମୁ ସମାନଙ୍କେଠାରକ୍ସ୍ଟ ପ୍ରତି ଶାଧେ ନବେି। ଯେଉଁମାନେ ମାରେ ଦକ୍ସ୍ଟଇ ଆଖି ଉପାଡି ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶାମ୍ଶୋନ୍ ସଦାପ୍ରଭୁଙ୍କୁ ଡାକି କହିଲା, ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ଵର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହିଥରକ ମୋତେ ବଳବାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶା‌ମ୍‌ଶୋନ୍ ସଦାପ୍ରଭୁଙ୍କ ନିକଟରେ ଏହା କହି ପ୍ରାର୍ଥନା କଲେ, “ହେ ସର୍ବଶକ୍ତିମାନ ସଦାପ୍ରଭୁ! ମୋତେ ଭୁଲି ଯାଅ ନାହିଁ। ପ୍ରଭୁ, ଦୟାକରି ମୋତେ ଆଉଥରେ ଶକ୍ତି ପ୍ରଦାନ କର। ଯାହାଫଳରେ ମୁଁ ପଲେଷ୍ଟୀୟମାନଙ୍କୁ ଦଣ୍ତ ଦେଇ ପାରିବି ଏବଂ ଏକ ମୁଷ୍ଟିଘାତରେ ସେମାନଙ୍କଠାରୁ ପ୍ରତିଶୋଧ ନେବି। ଯେଉଁମାନେ ମୋର ଦୁଇ ଆଖି ଉପାଡ଼ି ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶାମ୍‍ଶୋନ୍‍ ସଦାପ୍ରଭୁଙ୍କୁ ଡାକି କହିଲା, “ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହି ଥରକ ମୋତେ ବଳବାନ କର।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶାମ୍‍ଶୋନ୍‍ ସଦାପ୍ରଭୁଙ୍କୁ ଡାକି କହିଲା, ହେ ପ୍ରଭୁ ସଦାପ୍ରଭୁ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହିଥରକ ମୋତେ ବଳବାନ କର।