Judges 16:29 — Compare Translations
5 translations compared side by side
Odia - 1840
"ମନ୍ଦିର ମଧ୍ଯସ୍ଥ ଯେଉଁ ଦକ୍ସ୍ଟଇ ସ୍ତମ୍ଭ ଉପରେ ଗୃହ ଭରାଥିଲା, ଶାମ୍ଶାେନ୍ ତହିଁରେ ଗୋଟିକକ୍ସ୍ଟ ଡାହାଣ ହାତ ରେ ଓ ଅନ୍ୟଟିକକ୍ସ୍ଟ ବାମ ହାତ ରେ ଧରି ତା'ଉପରେ ଆଉଜି ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିକି ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକି ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର ମଧ୍ୟସ୍ଥ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭରାଥିଲା, ଶାମ୍ଶୋନ୍ ତହିଁରେ ଗୋଟିକୁ ଡାହାଣ ହାତରେ ଓ ଅନ୍ୟଟିକୁ ବାମ ହାତରେ ଧରି ତା’ଉପରେ ଆଉଜି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିଏକୁ ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକୁ ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିଏକୁ ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକୁ ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା।