Judges 16:3 — Compare Translations

5 translations compared side by side

Odia - 1840
"କିନ୍ତୁ ଶାମ୍ଶାେନ୍ ସେ ବେଶ୍ଯା ପାଖ ରେ ମଧ୍ଯ ରାତ୍ରି ପର୍ୟ୍ଯନ୍ତ ରହିଲେ ଓ ମଧ୍ଯ ରାତ୍ରି ରେ ନଗର ଫାଟକ ଭାଙ୍ଗି ବାହାରି ଆସିଲେ। ସେ ସଗେୁଡିକୁ କାନ୍ଥରକ୍ସ୍ଟ ଓ ଦକ୍ସ୍ଟଇ ବାଜକ୍ସ୍ଟବନ୍ଧରକ୍ସ୍ଟ ଉପାଡି ପକାଇଲେ। ସେ ଫାଟକର ଦକ୍ସ୍ଟଇଟି ଖମ୍ବକକ୍ସ୍ଟ ତା'ର ବାଜକ୍ସ୍ଟବନ୍ଧକକ୍ସ୍ଟ ହିବ୍ରୋଣ ପର୍ବତ ପାଖକକ୍ସ୍ଟ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାମ୍ଶୋନ୍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗରଦ୍ଵାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ-ଶୃଙ୍ଗକୁ ଘେନି ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶା‌ମ୍‌ଶୋନ୍ ସେ ବେଶ୍ୟା ପାଖରେ ମଧ୍ୟରାତ୍ରି ପର୍ଯ୍ୟନ୍ତ ରହିଲେ ଓ ମଧ୍ୟରାତ୍ରିରେ ନଗର ଫାଟକ ଭାଙ୍ଗି ବାହାରି ଆସିଲେ। ସେ ସେଗୁଡ଼ିକୁ କାନ୍ଥରୁ ଓ ଦୁଇ ବାଜୁବନ୍ଧରୁ ଉପାଡ଼ି ପକାଇଲେ। ସେ ଫାଟକର ଦୁଇଟି ଖମ୍ବକୁ ତା’ର ବାଜୁବନ୍ଧକୁ ହିବ୍ରୋଣ ପର୍ବତ ପାଖକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାମ୍‍ଶୋନ୍‍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗର ଦ୍ୱାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ ଶୃଙ୍ଗକୁ ଘେନିଗଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାମ୍‍ଶୋନ୍‍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗର ଦ୍ୱାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ-ଶୃଙ୍ଗକୁ ଘେନି ଗଲା।