Judges 16:30 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ଶାମ୍ଶାେନ୍ କହିଲେ, ପଲେଷ୍ଟୀୟମାନଙ୍କ ସହିତ ମାରେ ପ୍ରାଣ ଯାଉ। ଏହାକହି ସେ ସ୍ତମ୍ଭଗକ୍ସ୍ଟଡିକ ତାଙ୍କର ସମସ୍ତବଳ ଖଟାଇ ପଲେି ଦେଲେ। ଛାତଟି ପଡିଗଲା ଓ ସଠାେରେ ଏକତ୍ରୀତ ହାଇେଥିବା ସମସ୍ତ ଲୋକ ମୃତକ୍ସ୍ଟ୍ଯବରଣ କଲେ। ଏହିପରି ତାହାର ଜୀବନ କାଳ ରେ ହତ୍ଯା କରିଥିବା ଲୋକମାନଙ୍କର ସଂଖ୍ଯା ଅପେକ୍ଷା ତାହାର ମରଣ କାଳର ହତ୍ଯା କରିଥିବା ଲୋକମାନଙ୍କର ସଂଖ୍ଯା ଅଧିକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାମ୍ଶୋନ୍ କହିଲା, ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ । ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା । ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଶାମ୍ଶୋନ୍ କହିଲେ, “ପଲେଷ୍ଟୀୟମାନଙ୍କ ସହିତ ମୋର ପ୍ରାଣ ଯାଉ।” ଏହାକହି ସେ ସ୍ତମ୍ଭଗୁଡ଼ିକ ତାଙ୍କର ସମସ୍ତବଳ ଖଟାଇ ପେଲି ଦେଲେ। ଛାତଟି ପଡ଼ିଗଲା ଓ ସେଠାରେ ଏକତ୍ରିତ ହୋଇଥିବା ସମସ୍ତ ଲୋକ ମୃତ୍ୟୁବରଣ କଲେ। ଏହିପରି ତାଙ୍କର ଜୀବନ କାଳରେ ହତ୍ୟା କରିଥିବା ଲୋକମାନଙ୍କର ସଂଖ୍ୟା ଅପେକ୍ଷା ତାଙ୍କର ମରଣ କାଳରେ ହତ୍ୟା କରିଥିବା ଲୋକମାନଙ୍କର ସଂଖ୍ୟା ଅଧିକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଶାମ୍ଶୋନ୍ କହିଲା, “ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ।” ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଶାମ୍ଶୋନ୍ କହିଲା, ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ। ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ।