Judges 16:31 — Compare Translations

5 translations compared side by side

Odia - 1840
"ଏହାପରେ ତା'ର ଭାତୃଗଣ ଓ ତା'ର ପିତୃଗୃହସ୍ଥ ପରିବାର ଆସିଲେ ଓ ତା'ର ମୃତ ଶରୀରକକ୍ସ୍ଟ ନଇଗେଲେ। ସମାନେେ ତାଙ୍କୁ ତାଙ୍କର ପିତାଙ୍କର କବର ସ୍ଥାନ ରେ କବର ଦେଲେ, ଯେଉଁଟାକି ସରିଯର ଓ ଇଷ୍ଟାଯୋଲର ମଧ୍ଯ ସ୍ଥାନ ରେ। ସେ କୋଡିଏ ବର୍ଷ ଧରି ଇଶ୍ରାୟେଲମାନଙ୍କର ବିଗ୍ଭରକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରୀୟର ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବରସ୍ଥାନରେ ତାହାକୁ କବର ଦେଲେ । ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତାଙ୍କର ଭାତୃଗଣ ଓ ପିତୃଗୃହସ୍ଥ ପରିବାର ଆସିଲେ ଓ ତାଙ୍କର ମୃତ ଶରୀରକୁ ନେଇଗଲେ। ସେମାନେ ତାଙ୍କୁ ତାଙ୍କର ପିତାଙ୍କର କବର ସ୍ଥାନରେ କବର ଦେଲେ, ଯେଉଁଟାକି ସରିୟର ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ। ସେ କୋଡ଼ିଏ ବର୍ଷ ଧରି ଇସ୍ରାଏଲମାନଙ୍କର ବିଗ୍ଭରକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରାୟ ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବର ସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରାୟ ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବର ସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।