Judges 16:4 — Compare Translations
5 translations compared side by side
Odia - 1840
"ଏହାପରେ ଶାମ୍ଶୋନ୍ ଦଲୀଲା ନାମକ ଏକ ସ୍ତ୍ରୀ ଲୋକର ପ୍ ରମେ ରେ ପଡିଗଲେ। ଯେ କି ଥିଲା ସୋ ରେକ୍ ଉପତ୍ୟକାର ଜଣେ ସ୍ତ୍ରୀ ଲୋକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକି ପ୍ରେମ କଲା, ତାହାର ନାମ ଦଲୀଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାମ୍ଶୋନ୍ ଓ ଦଲୀଲା ଏହା ପରେ ଶାମ୍ଶୋନ୍ ଦଲୀଲା ନାମକ ଏକ ସ୍ତ୍ରୀଲୋକର ପ୍ରେମରେ ପଡ଼ିଗଲେ। ଯେ କି ଥିଲା ସୋରେକ୍ ଉପତ୍ୟକାର ଜଣେ ସ୍ତ୍ରୀଲୋକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା।
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା।