Judges 16:5 — Compare Translations
5 translations compared side by side
Odia - 1840
"ତେଣୁ ପଲେଷ୍ଟୀୟ ନତେୃବର୍ଗମାନେ ସହେି ସ୍ତ୍ରୀ ନିକଟକକ୍ସ୍ଟ ଆସି ତାହାକକ୍ସ୍ଟ କହିଲେ, ଆମ୍ଭେ ଜାଣିବାକକ୍ସ୍ଟ ଗ୍ଭହକ୍ସ୍ଟଁ ସେ କେଉଁଠାରକ୍ସ୍ଟ ବଳ ପାଉଛି, ତୁମ୍ଭେ ଚତକ୍ସ୍ଟରତାର ସହ ତାଙ୍କ ପାଖରକ୍ସ୍ଟ ଏହି ଗକ୍ସ୍ଟଲ୍ଗ ରହସ୍ଯ ଆଦାଯ କର। ଆମ୍ଭେ ଜାଣିବାକକ୍ସ୍ଟ ଗ୍ଭହକ୍ସ୍ଟଁ, ତାକକ୍ସ୍ଟ କିପରି କାବକ୍ସ୍ଟ କରି ହବେ। ଯାହାଫଳ ରେ ଆମ୍ଭେ ଯେ କୌଣସି ପ୍ରକା ରେ ବନ୍ଦି କରି ପାରିବକ୍ସ୍ଟ। ଯଦି ତୁମ୍ଭେ ଏହା କରିପାରିବ ତବେେ ତୁମ୍ଭକୁ ଆମ୍ଭେ ପ୍ରେତ୍ୟକକ 1,100 ଲଖାଏଁେ ରେ ୗପ୍ୟ ମକ୍ସ୍ଟଦ୍ରା ଦବେକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟମୁଦ୍ରା ଦେବୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପଲେଷ୍ଟୀୟ ନେତୃବର୍ଗମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “ଆମ୍ଭେ ଜାଣିବାକୁ ଗ୍ଭହୁଁ ସେ କେଉଁଠାରୁ ବଳ ପାଉଛି, ତୁମ୍ଭେ ଚତୁରତାର ସହ ତାଙ୍କ ପାଖରୁ ଏହି ଗୁପ୍ତ ରହସ୍ୟ ଆଦାୟ କର। ଆମ୍ଭେ ଜାଣିବାକୁ ଗ୍ଭହୁଁ, ତାକୁ କିପରି କାବୁ କରି ହେବ। ଯାହାଫଳରେ ଆମ୍ଭେ ଯେକୌଣସି ପ୍ରକାରେ ବନ୍ଦୀ କରି ପାରିବୁ। ଯଦି ତୁମ୍ଭେ ଏହା କରି ପାରିବ ତେବେ ତୁମ୍ଭକୁ ଆମ୍ଭେ ପ୍ରତ୍ୟେକ 1100 ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟମୁଦ୍ରା ଦେବୁ।