Judges 16:7 — Compare Translations

5 translations compared side by side

Odia - 1840
"ଶାମ୍ଶାେନ୍ ଉତ୍ତର ଦଇେ କହିଲେ, ଯାହା କବେେ ଶକ୍ସ୍ଟଷ୍କ ହାଇନୋହିଁ। ଏପରି ସାତଟା କଞ୍ଚାତନ୍ତ ରେ ଯବେେ ସମାନେେ ମାେତେ ବାନ୍ଧିବେ। ତବେେ ମୁ ଦୁର୍ବଳ ହାଇେ ଅନ୍ୟ ଲୋକପରି ହାଇେ ୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାମ୍ଶୋନ୍ ତାହାକୁ କହିଲା, ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୁଟା କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ଶା‌ମ୍‌ଶୋନ୍ ଉତ୍ତର ଦେଇ କହିଲେ, “ଯାହା କେବେ ଶୁଷ୍କ ହୋଇ ନାହିଁ। ଏପରି ସାତୋଟା କଞ୍ଚାତନ୍ତୁରେ ଯେବେ ସେମାନେ ମୋତେ ବାନ୍ଧିବେ। ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକପରି ହୋଇ ଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାମ୍‍ଶୋନ୍‍ ତାହାକୁ କହିଲା, “ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୋଟି କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାମ୍‍ଶୋନ୍‍ ତାହାକୁ କହିଲା, ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୁଟା କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।