Judges 16:8 — Compare Translations

5 translations compared side by side

Odia - 1840
"ଏହାପରେ ପଲେଷ୍ଟୀୟ ଅଧିପତିମାନେ ଅଶକ୍ସ୍ଟଷ୍କ ସାତଟା କଞ୍ଚାତନ୍ତ ଆଣି ସହେି ସ୍ତ୍ରୀ ଲୋକଟିକକ୍ସ୍ଟ ଦେଲେ। ସେଥି ରେ ସେ ଶାମ୍ଶୋନ୍ଙ୍କକ୍ସ୍ଟ ବାନ୍ଧିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୁଟା କଞ୍ଚା ତ; ଆଣି ସେହି ସ୍ତ୍ରୀକି ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟା କଞ୍ଚାତନ୍ତ ଆଣି ସେହି ସ୍ତ୍ରୀଲୋକଟିକୁ ଦେଲେ। ସେଥିରେ ସେ ଶା‌ମ୍‌ଶୋ‌ନଙ୍କୁ ବାନ୍ଧିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟି କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୁଟା କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।