Judges 16:9 — Compare Translations

5 translations compared side by side

Odia - 1840
"ସେ ସମୟରେ କେତକେ ଲୋକ ପରବର୍ତ୍ତୀ କଠାେରୀ ରେ ଲକ୍ସ୍ଟଚି ରହିଲେ। ତେଣୁ ସେ ସମାନଙ୍କେୁ କହିଲା, ଶାମ୍ଶାେନ୍! ବର୍ତ୍ତମାନ ପଲେଷ୍ଟୀୟମାନେ ତକ୍ସ୍ଟମ୍ଭ ପାଖକକ୍ସ୍ଟ ଆସିଛନ୍ତି! କିନ୍ତୁ ଶାମ୍ଶାେନ୍ ଅନ୍ଯାଯ ରେ ଧନକ୍ସ୍ଟର ଗକ୍ସ୍ଟଣକକ୍ସ୍ଟ ଛିଣ୍ତାଇ ଦେଲେ। ଅଗ୍ନି ଝାସ ପାଇଥିବା ଦଉଡି ଛିଣ୍ତିଗଲା। ଏହିପରି ସମାନେେ ତାଙ୍କର ବଳର ଗକ୍ସ୍ଟଲ୍ଗ ରହସ୍ଯ ଜାଣି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ । ଏଥିରେ ସେ ତାହାକୁ କହିଲା, ଶାମଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ତିଯାଏ, ସେପରି ସେ ସବୁ ତ; ଛିଣ୍ତାଇ ପକାଇଲା । ଏହିରୂପେ ତାହାର ବଳର ତତ୍ତ୍ଵ ଜଣାଗଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ କେତେକ ଲୋକ ପରବର୍ତ୍ତୀ କୋଠରୀରେ ଲୁଚି ରହିଲେ। ତେଣୁ ସେ ସେମାନଙ୍କୁ କହିଲା, “ଶା‌ମ୍‌ଶୋନ୍! ବର୍ତ୍ତମାନ ପଲେଷ୍ଟୀୟମାନେ ତୁମ୍ଭ ପାଖକୁ ଆସିଛନ୍ତି!” କିନ୍ତୁ ଶା‌ମ୍‌ଶୋନ୍ ଅନାୟାସରେ ଧନୁର ଗୁଣକୁ ଛିଣ୍ତାଇ ଦେଲେ। ଅଗ୍ନି ଝାସ ପାଇଥିବା ଦଉଡ଼ି ପରି ଛିଣ୍ତିଗଲା। ଏହିପରି ସେମାନେ ତାଙ୍କର ବଳର ଗୁପ୍ତ ରହସ୍ୟ ଜାଣି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, “ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।