Judges 17:1 — Compare Translations

5 translations compared side by side

Odia - 1840
"ମୀଖା ନାମକ ଜଣେ ବ୍ଯକ୍ତି ଇଫ୍ରଯିମ ପର୍ବତମଯ ଦେଶ ରେ ବାସ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖାର ପ୍ରତିମାଗୁଡ଼ିକ ମୀଖା ନାମକ ଜଣେ ବ୍ୟକ୍ତି ଇଫ୍ରୟିମ ପର୍ବତମୟ ଦେଶରେ ବାସ କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା।