Judges 17:10 — Compare Translations
5 translations compared side by side
Odia - 1840
"ମୀଖା କହିଲା, ମାେ ସଙ୍ଗେ ତକ୍ସ୍ଟମେ ବାସ କର। ମାରେପିତା ଓ ଯାଜକ ହକ୍ସ୍ଟଅ। ତହିଁରେ ମୁ ତୁମ୍ଭକୁ ବାର୍ଷୀକ ଦଶଖଣ୍ତ ରୂପା, ଖାଦ୍ୟ ଓ ବସ୍ତ୍ର ଦବେି। ମୀଖା ଯାହା କହିଲା, ସହେି ଲବେୀୟ ତାହା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୀଖା ତାହାକୁ କହିଲା, ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ତ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି । ତହିଁରେ ସେ ଲେବୀୟ ଲୋକ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖା କହିଲା, “ମୋ’ ସଙ୍ଗେ ତୁମେ ବାସ କର। ମୋର ପିତା ଓ ଯାଜକ ହୁଅ। ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶଖଣ୍ତ ରୂପା, ଖାଦ୍ୟ ଓ ବସ୍ତ୍ର ଦେବି।” ମୀଖା ଯାହା କହିଲା, ସେହି ଲେବୀୟ ତାହା କଲା। ତହିଁରେ ସେ ଲେବୀୟ ଲୋକ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୀଖା ତାହାକୁ କହିଲା, “ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ଡ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି।” ତହିଁରେ ସେ ଲେବୀୟ ଲୋକ ଗଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୀଖା ତାହାକୁ କହିଲା, ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ଡ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି। ତହିଁରେ ସେ ଲେବୀୟ ଲୋକ ଗଲା।