Judges 17:2 — Compare Translations

5 translations compared side by side

Odia - 1840
"ମୀଖା ତା'ର ମା'କକ୍ସ୍ଟ ଥରେ କହିଲା, ତୁମ୍ଭର ମନେ ଅଛି କି ଥରେ ତୁମ୍ଭର 1,100 ଖଣ୍ତ ରୂପା ଗ୍ଭରେି ହାଇେଥିଲା ଏବଂ କାହାକକ୍ସ୍ଟ ତୁମ୍ଭେ ଶାପ ଦେଉଥିବାର ଶକ୍ସ୍ଟଣିଲି। ସହେି ରୂପା ମାେ ପାଖ ରେ ଅଛି, ମୁ ଏହା ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ମାତାକୁ କହିଲା, ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ତ ରୂପା ନିଆ ଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର କତିରେ ଅଛି, ମୁଁ ତାହା ନେଇଅଛି; ତହିଁରେ ତାହାର ମାତା କହିଲା, ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖା ତା’ର ମା’କୁ କହିଲା, “ତୁମ୍ଭର ମନେ ଅଛି କି ଥରେ ତୁମ୍ଭର 1100 ଖଣ୍ତ ରୂପା ଗ୍ଭେରି ହୋଇଥିଲା ଏବଂ ତୁମ୍ଭେ ଶାପ ଦେଉଥିବାର ମୁଁ ଶୁଣିଲି। ସେହି ରୂପା ମୋ’ ପାଖରେ ଅଛି, ମୁଁ ଏହା ଦେଖିଲି।” ତା’ର ମା ତାକୁ କହିଲା, “ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ ମୋର ପୁତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ମାତାକୁ କହିଲା, “ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି;” ତହିଁରେ ତାହାର ମାତା କହିଲା, “ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ହେଉ।”
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ମାତାକୁ କହିଲା, ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆ ଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି; ତହିଁରେ ତାହାର ମାତା କହିଲା, ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ହେଉ।